Nahum 2:6 — Compare Translations

5 translations compared side by side

Odia - 1840
"ନଦୀର ଫାଟକଗୁଡିକ ଖାେଲା ଅଛି ଏବଂ ରାଜପ୍ରାସାଦ ଭାସି ଯାଉଛି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଦୀର ଦ୍ଵାରସବୁ ମୁକ୍ତ ହୋଇଅଛି ଓ ରାଜଗୃହ ମିଳେଇ ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ନଦୀର ଫାଟକଗୁଡ଼ିକ ଖୋଲା ଅଛି ଏବଂ ରାଜପ୍ରାସାଦ ଭାସି ଯାଉଛି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଦୀର ଦ୍ୱାରସବୁ ମୁକ୍ତ ହୋଇଅଛି ଓ ରାଜଗୃହ ମିଳେଇ ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ନଦୀର ଦ୍ୱାରସବୁ ମୁକ୍ତ ହୋଇଅଛି ଓ ରାଜଗୃହ ମିଳେଇ ଯାଇଅଛି।