Nahum 2:8 — Compare Translations

5 translations compared side by side

Odia - 1840
"ନୀନିବୀ ଏକ ପୁଷ୍କରଣୀ ସଦୃଶ ଯାହାର ଜଳ ବାହାରି ଯାଉଛି। ଲୋକମାନେ, ଦୌଡୁଛନ୍ତି ଏବଂ ତାହା ବନ୍ଦ କରିବାକୁ ଚିତ୍କାର କରୁଛନ୍ତି! କିନ୍ତୁ କହେି ମଧ୍ଯ ସମାନଙ୍କେର କ୍ରନ୍ଦନକୁ ଧ୍ଯାନ ଦେଉ ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ନୀନିବୀ ପୂର୍ବ କାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ଵରୂପା ହୋଇଅଛି; ତଥାପି ସେସମସ୍ତେ ପଳାୟନ କରନ୍ତି; ଛିଡ଼ା ହୁଅ, ଛିଡ଼ା ହୁଅ କହିଲେ ହେଁ କେହି ପଛକୁ ଅନାନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ନୀନିବୀ ଏକ ପୁଷ୍କରଣୀ ସଦୃଶ ଯାହାର ଜଳ ବାହାରି ଯାଉଛି। ଲୋକମାନେ, “ଦୌଡ଼ୁଛନ୍ତି ଏବଂ ତାହା ବନ୍ଦ କରିବାକୁ ଚିତ୍କାର କରୁଛନ୍ତି!” କିନ୍ତୁ କେହି ମଧ୍ୟ ସେମାନଙ୍କର କ୍ରନ୍ଦନକୁ ଧ୍ୟାନ ଦେଉ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ନୀନିବୀ ପୂର୍ବକାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; “ଠିଆ ହୁଅ, ଠିଆ ହୁଅ” କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ନୀନିବୀ ପୂର୍ବ କାଳଠାରୁ ଜଳବିଶିଷ୍ଟ ଏକ ପୁଷ୍କରିଣୀ ସ୍ୱରୂପା ହୋଇଅଛି; ତଥାପି ସେମାନେ ସମସ୍ତେ ପଳାୟନ କରନ୍ତି; ଠିଆ ହୁଅ, ଠିଆ ହୁଅ କହିଲେ ମଧ୍ୟ କେହି ପଛକୁ ଅନାନ୍ତି ନାହିଁ।