Nahum 2:9 — Compare Translations
5 translations compared side by side
Odia - 1840
"ତାଙ୍କ ପାଖ ରେ ବହୁ ଧନସମ୍ପତ୍ତି ନବୋକୁ ଅଛି। ତାଙ୍କର ରୂପା ଓ ସୁନା ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ରୂପା ଲୁଟ କର, ସୁନା ଲୁଟ କର, କାରଣ ସବୁ ପ୍ରକାର ମନୋହର ସାମଗ୍ରୀର ଐଶ୍ଵର୍ଯ୍ୟ ସ୍ଵରୂପ ଭଣ୍ତାରର ସୀମା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ପାଖରେ ବହୁ ଧନସମ୍ପତ୍ତି ନେବାକୁ ଅଛି। ତାଙ୍କର ରୂପା ଓ ସୁନା ନିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ରୂପା ଲୁଣ୍ଠନ କର, ସୁନା ଲୁଣ୍ଠନ କର, କାରଣ ସବୁ ପ୍ରକାର ମନୋହର ସାମଗ୍ରୀର ଐଶ୍ୱର୍ଯ୍ୟ ସ୍ୱରୂପ ଭଣ୍ଡାରର ସୀମା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ରୂପା ଲୁଣ୍ଠନ କର, ସୁନା ଲୁଣ୍ଠନ କର, କାରଣ ସବୁ ପ୍ରକାର ମନୋହର ସାମଗ୍ରୀର ଐଶ୍ୱର୍ଯ୍ୟ ସ୍ୱରୂପ ଭଣ୍ଡାରର ସୀମା ନାହିଁ।