Nahum 3:1 — Compare Translations

5 translations compared side by side

Odia - 1840
"ଘାତକମାନଙ୍କର ନଗରୀକୁ ଧିକ୍। ନୀନିବୀ ଏକ ମିଥ୍ଯା ନଗରୀ, ଚୋରି ଓ ମୃତ୍ଯୁ ୟନ୍ତ୍ରଣା ରେ ପରିପୂର୍ଣ୍ଣ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଟ୍ ଛାଡ଼େ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ନୀନିବୀ ପାଇଁ ଦୁଃଖ ସମ୍ବାଦ ଘାତକମାନଙ୍କର ନଗରୀକୁ ଧିକ୍। ନୀନିବୀ ଏକ ମିଥ୍ୟା ନଗରୀ, ଗ୍ଭେରି ଓ ମୃତ୍ୟୁ ଯନ୍ତ୍ରଣାରେ ପରିପୂର୍ଣ୍ଣ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେହି ରକ୍ତପାତୀ ନଗର ସନ୍ତାପର ପାତ୍ର! ତାହା ମିଥ୍ୟା ଓ ଦୌରାତ୍ମ୍ୟରେ ପରିପୂର୍ଣ୍ଣ, ସେ ଲୁଣ୍ଠନ କରିବା ଛାଡେ ନାହିଁ।