Nahum 3:10 — Compare Translations
5 translations compared side by side
Odia - 1840
"କିନ୍ତୁ ନୋ-ଆମାନେ ପରାଜିତ ହେଲା। ତା'ର ଲୋକମାନେ ବନ୍ଦୀଭାବରେ ଗୋଟିଏ ବିଦେଶକୁ ନିଆଗେଲ। ସୈନ୍ଯମାନେ ରାସ୍ତାର ପ୍ରେତ୍ୟକକ କୋଣ ରେ ତା'ର େଛାଟ ପିଲାମାନଙ୍କୁ ପିଟି ପିଟି ମାରି ଦେଲେ। ଏବଂ ସମାନେେ ତାଙ୍କର ମାନ୍ଯ ପୁରୁଷମାନଙ୍କ ନିମନ୍ତେ ଗୁଳାବାଣ୍ଟ କଲେ, ତାଙ୍କର ବଡ ଲୋକ ସମସ୍ତେ ଶୃଙ୍ଖଳ ରେ ବନ୍ଧା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ଵ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ତରେ କଚଡ଼ା ଯାଇ ଖଣ୍ତ ଖଣ୍ତ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ⇧, ଆଉ ତାହାର ବଡ଼ ଲୋକ ସମସ୍ତେ ଶୃଙ୍ଖଲରେ ବନ୍ଧା ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ନୋ-ଆମୋନ ପରାଜିତ ହେଲା। ତା’ର ଲୋକମାନେ ବନ୍ଦୀଭାବରେ ଗୋଟିଏ ବିଦେଶକୁ ନିଆଗଲେ। ସୈନ୍ୟମାନେ ରାସ୍ତାର ପ୍ରତ୍ୟେକ କୋଣରେ ତା’ର ଛୋଟ ପିଲାମାନଙ୍କୁ ପିଟି ପିଟି ମାରି ଦେଲେ। ଏବଂ ସେମାନେ ତାଙ୍କର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ତାଙ୍କର ବଡ଼ ଲୋକ ସମସ୍ତେ ଶୃଙ୍ଖଳରେ ବନ୍ଧା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେ ନିର୍ବାସିତା ହେଲା, ସେ ବନ୍ଦୀତ୍ୱ ସ୍ଥାନକୁ ଗଲା; ତାହାର ଶିଶୁଗଣ ମଧ୍ୟ ସମସ୍ତ ପଥ ମୁଣ୍ଡରେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେଲେ; ଲୋକମାନେ ତାହାର ମାନ୍ୟ ପୁରୁଷମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ଆଉ ତାହାର ବଡ଼ ଲୋକ ସମସ୍ତେ ଶିକୁଳିରେ ବନ୍ଧା ହେଲେ।
Odia IRV 2017 (ଓଡିଆ ବାଇବେଲ)