Nahum 3:13 — Compare Translations

5 translations compared side by side

Odia - 1840
"ନୀନିବୀ, ତୁମ୍ଭର ଲୋକମାନେ ସ୍ତ୍ରୀଲୋକ ସଦୃଶ। ତୁମ୍ଭ ଦେଶର ଫାଟକଗୁଡିକ ଶତୃସୈନ୍ଯ ପ୍ରବେଶ କରିବାକୁ ସମ୍ପୂର୍ଣ୍ଣ ଉନ୍ମୁକ୍ତ। ଫାଟକଗୁଡିକରେ ଲାଗିଥିବା କାଠର ଦଣ୍ତଗୁଡିକ ଅଗ୍ନି ପୋଡି଼ ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭର ମଧ୍ୟସ୍ଥିତ ଲୋକମାନେ ସ୍ତ୍ରୀଲୋକ ଅଟନ୍ତି; ତୁମ୍ଭ ଦେଶର ନଗର-ଦ୍ଵାରସକଳ ତୁମ୍ଭ ଶତ୍ରୁଗଣ ପାଇଁ ମେଲା ହୋଇ ରଖା ଯାଇଅଛି; ଅଗ୍ନି ତୁମ୍ଭର ଅର୍ଗଳସବୁ ଗ୍ରାସ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ନୀନିବୀ, ତୁମ୍ଭର ଲୋକମାନେ ସ୍ତ୍ରୀଲୋକ ସଦୃଶ। ତୁମ୍ଭ ଦେଶର ଫାଟକଗୁଡ଼ିକ ଶତ୍ରୁସୈନ୍ୟ ପ୍ରବେଶ କରିବାକୁ ସମ୍ପୂର୍ଣ୍ଣ ଉନ୍ମୁକ୍ତ। ଫାଟକଗୁଡ଼ିକରେ ଲାଗିଥିବା କାଠର ଦଣ୍ତଗୁଡ଼ିକ ଅଗ୍ନି ପୋଡ଼ି ଦେଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭର ମଧ୍ୟସ୍ଥିତ ଲୋକମାନେ ସ୍ତ୍ରୀଲୋକ ପରି ଅଟନ୍ତି; ତୁମ୍ଭ ଦେଶର ନଗରଦ୍ୱାରସକଳ ତୁମ୍ଭ ଶତ୍ରୁଗଣ ପାଇଁ ମେଲା ହୋଇ ରଖାଯାଇଅଛି; ଅଗ୍ନି ତୁମ୍ଭର ଅର୍ଗଳସବୁ ଗ୍ରାସ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭର ମଧ୍ୟସ୍ଥିତ ଲୋକମାନେ ସ୍ତ୍ରୀଲୋକ ପରି ଅଟନ୍ତି; ତୁମ୍ଭ ଦେଶର ନଗର-ଦ୍ୱାରସକଳ ତୁମ୍ଭ ଶତ୍ରୁଗଣ ପାଇଁ ମେଲା ହୋଇ ରଖା ଯାଇଅଛି; ଅଗ୍ନି ତୁମ୍ଭର ଅର୍ଗଳସବୁ ଗ୍ରାସ କରିଅଛି।