Nahum 3:14 — Compare Translations
5 translations compared side by side
Odia - 1840
"ଅବରୋଧ ସମୟ ନିମନ୍ତେ ପାଣି କାଢି ଆଣ। ଇଟା ତିଆରି କରିବାକୁ ମାଟି ରଖ, ସେଥି ରେ ଚୂନ ମିଶାଅ, ଇଟା ତିଆରି ପାଇଁ ସହେି କାଦୁଅକୁ ନିଅ। ତୁମ୍ଭମାନଙ୍କର ଦୁର୍ଗଗୁଡିକ ଶକ୍ତିଶାଳୀ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟାଭାଟି ଦୃଢ଼ କର ।
Odia Bible ERV 2004 (ପବିତ୍ର ବାଇବଲ)
ଅବରୋଧ ସମୟ ନିମନ୍ତେ ପାଣି କାଢ଼ି ଆଣ। ଇଟା ତିଆରି କରିବାକୁ ମାଟି ରଖ, ସେଥିରେ ଚୂନ ମିଶାଅ, ଇଟା ତିଆରି ପାଇଁ ସେହି କାଦୁଅକୁ ନିଅ। ତୁମ୍ଭମାନଙ୍କର ଦୁର୍ଗଗୁଡ଼ିକ ଶକ୍ତିଶାଳୀ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟା ଭାଟି ଦୃଢ଼ କର।
Odia IRV 2017 (ଓଡିଆ ବାଇବେଲ)
ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟା ଭାଟି ଦୃଢ଼ କର।