Nahum 3:15 — Compare Translations

5 translations compared side by side

Odia - 1840
"ତୁମ୍ଭେ ସହେି ସବୁ କାମ କରିପାରିବ। କିନ୍ତୁ ଅଗ୍ନି ତଥାପି ତୁମ୍ଭକୁ ସମ୍ପୂର୍ଣ୍ଣଭାବେ ଧ୍ବଂସ କରିବ। ଖଣ୍ତା ତୁମ୍ଭକୁ ହତ୍ଯା କରିବ, ତୁମ୍ଭର ଜମି ରେ ଦଳେ ପଙ୍ଗପାଳ ସଦୃଶ ଦଖାେଯିବେ ୟିଏକି ଆସିବ ଏବଂ ସବୁ ଖାଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ଅଗ୍ନି ତୁମ୍ଭକୁ ଗ୍ରାସ କରିବ; ଖଡ଼୍‍ଗ ତୁମ୍ଭକୁ ଛେଦନ କରିବ, ତାହା ପତଙ୍ଗର ନ୍ୟାୟ ତୁମ୍ଭକୁ ଗ୍ରାସ କରିବ; ତୁମ୍ଭେ ପତଙ୍ଗର ନ୍ୟାୟ ଆପଣାକୁ ବହୁସଂଖ୍ୟକ କର, ପଙ୍ଗପାଳ ପରି ଆପଣାକୁ ବହୁସଂଖ୍ୟକ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହିସବୁ କାମ କରି ପାରିବ। କିନ୍ତୁ ଅଗ୍ନି ତଥାପି ତୁମ୍ଭକୁ ସମ୍ପୂର୍ଣ୍ଣଭାବେ ଧ୍ୱଂସ କରିବ। ଖଣ୍ତା ତୁମ୍ଭକୁ ହତ୍ୟା କରିବ, ତୁମ୍ଭର ଜମିରେ ଦଳେ ପଙ୍ଗପାଳ ସଦୃଶ ଦେଖାଯିବେ ଯିଏ କି ଆସିବ ଏବଂ ସବୁ ଖାଇ ଦେବେ। ନିନିବୀ, ତୁମ୍ଭେ ବଢ଼ି ଗ୍ଭଲିଲ। ତୁମ୍ଭେ ପଲ ପଙ୍ଗପାଳ ସଦୃଶ ହେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ଅଗ୍ନି ତୁମ୍ଭକୁ ଗ୍ରାସ କରିବ; ଖଡ୍ଗ ତୁମ୍ଭକୁ ଛେଦନ କରିବ, ତାହା ପତଙ୍ଗର ନ୍ୟାୟ ତୁମ୍ଭକୁ ଗ୍ରାସ କରିବ; ତୁମ୍ଭେ ପତଙ୍ଗର ନ୍ୟାୟ ଆପଣାକୁ ବହୁସଂଖ୍ୟକ କର, ପଙ୍ଗପାଳ ପରି ଆପଣାକୁ ବହୁସଂଖ୍ୟକ କର।
Odia IRV 2017 (ଓଡିଆ ବାଇବେଲ)
ସେଠାରେ ଅଗ୍ନି ତୁମ୍ଭକୁ ଗ୍ରାସ କରିବ; ଖଡ୍ଗ ତୁମ୍ଭକୁ ଛେଦନ କରିବ, ତାହା ପତଙ୍ଗର ନ୍ୟାୟ ତୁମ୍ଭକୁ ଗ୍ରାସ କରିବ; ତୁମ୍ଭେ ପତଙ୍ଗର ନ୍ୟାୟ ଆପଣାକୁ ବହୁସଂଖ୍ୟକ କର, ପଙ୍ଗପାଳ ପରି ଆପଣାକୁ ବହୁସଂଖ୍ୟକ କର।