Nahum 3:16 — Compare Translations
5 translations compared side by side
Odia - 1840
"ତୁମ୍ଭର ବହୁ ବ୍ଯବସାଯୀ ଅଛନ୍ତି। ସମାନେେ ଆକାଶ ତାରା ସଦୃଶ ଅଗଣିତ ଏବଂ ସମାନେେ ପଙ୍ଗପାଳ ସଦୃଶ। ସମାନେେ ସବୁ ଶଷେ ହବୋ ପର୍ୟ୍ଯନ୍ତ ଖାଆନ୍ତି ଏବଂ ପ ରେ ସମାନେେ ସହେି ସ୍ଥାନ ଛାଡନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ବହୁ ବ୍ୟବସାୟୀ ଅଛନ୍ତି। ସେମାନେ ଆକାଶ ତାରା ସଦୃଶ ଅଗଣିତ ଏବଂ ସେମାନେ ପଙ୍ଗପାଳ ସଦୃଶ। ସେମାନେ ସବୁ ଶେଷ ହେବା ପର୍ଯ୍ୟନ୍ତ ଖାଆନ୍ତି ଏବଂ ପରେ ସେମାନେ ସେହି ସ୍ଥାନ ଛାଡ଼ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆକାଶର ତାରାଗଣ ଅପେକ୍ଷା ଆପଣା ବଣିକଗଣର ସଂଖ୍ୟା ବୃଦ୍ଧି କରିଅଛ; ପତଙ୍ଗ ନଷ୍ଟ କରି ଉଡ଼ିଯାଏ।