Nahum 3:18 — Compare Translations

5 translations compared side by side

Odia - 1840
"ହେ ଅଶୂରର ରାଜା, ତୁମ୍ଭର ମଷେପାଳକମାନେ ଶାଇେ ପଡିଲେ। ସହେି ଶକ୍ତିଶାଳୀ ଲୋକମାନେ ଶାଇେଛନ୍ତି। ବର୍ତ୍ତମାନ ତୁମ୍ଭ ଲୋକମାନେ ପର୍ବତ ଉପ ରେ ବିଛଇେ ହାଇେ ୟାଇଛନ୍ତି। ସଠାେ ରେ ସମାନଙ୍କେୁ ଫରୋଇ ଆଣିବାକୁ କହେି ଲୋକ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ଵିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି । ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଅଶୂରର ରାଜା, ତୁମ୍ଭର ମେଷପାଳକମାନେ ଶୋଇ ପଡ଼ିଲେ। ସେହି ଶକ୍ତିଶାଳୀ ଲୋକମାନେ ଶୋଇଛନ୍ତି। ବର୍ତ୍ତମାନ ତୁମ୍ଭ ଲୋକମାନେ ପର୍ବତ ଉପରେ ବିଛେଇ ହୋଇ ଯାଇଛନ୍ତି। ସେଠାରେ ସେମାନଙ୍କୁ ଫେରାଇ ଆଣିବାକୁ କେହି ଲୋକ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ଅଶୂରର ରାଜା, ତୁମ୍ଭର ପଲରକ୍ଷକମାନେ ଘୁମାଉଅଛନ୍ତି; ତୁମ୍ଭର ପ୍ରତାପାନ୍ୱିତ ଲୋକମାନେ ବିଶ୍ରାମ କରୁଅଛନ୍ତି; ତୁମ୍ଭର ଲୋକମାନେ ପର୍ବତଗଣ ଉପରେ ଛିନ୍ନଭିନ୍ନ ହୋଇଅଛନ୍ତି। ଆଉ, ସେମାନଙ୍କୁ ସଂଗ୍ରହ କରିବାକୁ କେହି ନାହିଁ।