Nahum 3:19 — Compare Translations
5 translations compared side by side
Odia - 1840
"ହେ ନୀନିବୀ, ତୁମ୍ଭେ ଭୟଙ୍କର ଭାବରେ କ୍ଷତ ବିକ୍ଷତ ହାଇେଛ। କିଛି ତୁମ୍ଭର କ୍ଷତକୁ ଆରୋଗ୍ୟ କରିପାରିବ ନାହିଁ। ଯେ କହେି ତୁମ୍ଭ ବିଷଯ ରେ ସଂବାଦ ଶୁଣେ ସମାନେେ ତାଳି ମାରନ୍ତି। ସମାନେେ ସମସ୍ତେ ଖୁସି ହୁଅନ୍ତି କାରଣ ସମାନେେ ସମସ୍ତେ ତୁମ୍ଭମାନଙ୍କର ଭୂଲ ଯୋଗୁ ସର୍ବଦା ପିଡୀତ ହେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ଵାଦ ଶୁଣନ୍ତି, ସେସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ହେ ନୀନିବୀ, ତୁମ୍ଭେ ଭୟଙ୍କର ଭାବରେ କ୍ଷତ ବିକ୍ଷତ ହୋଇଛ। କିଛି ତୁମ୍ଭର କ୍ଷତକୁ ଆରୋଗ୍ୟ କରି ପାରିବ ନାହିଁ। ଯେକେହି ତୁମ୍ଭ ବିଷୟରେ ସମ୍ବାଦ ଶୁଣେ ସେମାନେ ତାଳି ମାରନ୍ତି। ସେମାନେ ସମସ୍ତେ ଖୁସୀ ହୁଅନ୍ତି କାରଣ ସେମାନେ ସମସ୍ତେ ତୁମ୍ଭମାନଙ୍କର ଭୁଲ୍ ଯୋଗୁଁ ସର୍ବଦା ପିଡ଼ୀତ ହେଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ?