Nahum 3:4 — Compare Translations

5 translations compared side by side

Odia - 1840
"ନୀନିବୀ ରେ ଅତ୍ଯନ୍ତ ଗଣିକା କର୍ମ ପାଇଁ ଏସବୁ ଘଟିଲା। ସେ ଏକ କୁପଥର ଉତ୍ସ ୟିଏ କି ତା'ର ଗଣିକା କାର୍ୟ୍ଯ ପାଇଁ ରାଜ୍ଯକୁ କ୍ରୀତଦାସ କଲା। ସେ ତା'ର ୟାଦୁ ବଳ ରେ ଲୋକମାନଙ୍କୁ ତା'ର କ୍ରୀତଦାସ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ଵାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ଵାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ ।
Odia Bible ERV 2004 (ପବିତ୍ର ବାଇବଲ)
ନୀନିବୀରେ ଅତ୍ୟନ୍ତ ଗଣିକା କର୍ମ ପାଇଁ ଏସବୁ ଘଟିଲା। ସେ ଏକ କୁପଥର ଉତ୍ସ ଯିଏ କି ତା’ର ଗଣିକା କାର୍ଯ୍ୟ ପାଇଁ ରାଜ୍ୟକୁ କ୍ରୀତଦାସ କଲା। ସେ ତା’ର ଯାଦୁ ବଳରେ ଲୋକମାନଙ୍କୁ ତା’ର କ୍ରୀତଦାସ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।
Odia IRV 2017 (ଓଡିଆ ବାଇବେଲ)
ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।