Nahum 3:6 — Compare Translations
5 translations compared side by side
Odia - 1840
"ଆମ୍ଭେ କୁତ୍ସିତ ପଦାର୍ଥ ତୁମ୍ଭ ଉପରକୁ ପକାଇବା, ତୁମ୍ଭକୁ ଘୃଣାପୂର୍ଣ୍ଣ ଭାବେ ଆମ୍ଭେ ବ୍ଯବହାର କରିବା। ତୁମ୍ଭକୁ ଲୋକମାନେ ଦେଖି ଉପହାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ କୌତୁକର ବିଷୟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ କୁତ୍ସିତ ପଦାର୍ଥ ତୁମ୍ଭ ଉପରକୁ ପକାଇବା, ତୁମ୍ଭକୁ ଘୃଣାପୂର୍ଣ୍ଣ ଭାବେ ଆମ୍ଭେ ବ୍ୟବହାର କରିବା। ତୁମ୍ଭକୁ ଲୋକମାନେ ଦେଖି ଉପହାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ ଉପହାସର ବିଷୟ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭ ଉପରେ ଘୃଣାଜନକ ମଳ ନିକ୍ଷେପ କରିବା ଓ ତୁମ୍ଭକୁ ମର୍ଯ୍ୟାଦାରହିତ କରିବା ଓ ଦୃଶ୍ୟରେ ଉପହାସର ବିଷୟ କରିବା।