Nahum 3:7 — Compare Translations
5 translations compared side by side
Odia - 1840
"ଯେଉଁମାନେ ତୁମ୍ଭର ଅବସ୍ଥାକୁ ଦେଖିବେ, ସମସ୍ତେ ମର୍ମାହତ ହବେେ ଓ ତୁମ୍ଭଠାରୁ ଦୂ ରଇେ ଯିବେ। ସମାନେେ କହିବେ, 'ନୀନିବୀ ଧ୍ବଂସ ହେଉଛି। କିଏ ତା' ପାଇଁ କାନ୍ଦିବ?' ଆମ୍ଭେ ତୁମ୍ଭକୁ ସାନ୍ତ୍ବନା ଦବୋ ପାଇଁ ଜଣଙ୍କୁ କେଉଁଠାରୁ ପାଇବା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଉତ୍ସନ୍ନ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ଵନାକାରୀଗଣ କେଉଁଠାରେ ଖୋଜିବା?
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତୁମ୍ଭର ଅବସ୍ଥାକୁ ଦେଖିବେ, ସମସ୍ତେ ମର୍ମାହତ ହେବେ ଓ ତୁମ୍ଭଠାରୁ ଦୂରେଇ ଯିବେ। ସେମାନେ କହିବେ, ‘ନୀନିବୀ ଧ୍ୱଂସ ହେଉଛି। କିଏ ତା’ ପାଇଁ କାନ୍ଦିବ?’ ଆମ୍ଭେ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ ଜଣଙ୍କୁ କେଉଁଠାରୁ ପାଇବା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେମାନେ ସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଧ୍ୱଂସ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ୱନାକାରୀଗଣ କେଉଁଠାରେ ଖୋଜିବା?
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନେ ତୁମ୍ଭ ପ୍ରତି ଅନାଇବେ, ସେମାନେ ସମସ୍ତେ ତୁମ୍ଭ ନିକଟରୁ ପଳାଇବେ, ଆଉ କହିବେ, ନୀନିବୀ ଧ୍ଵଂସ ହୋଇଅଛି; ତାହା ବିଷୟରେ କିଏ ବିଳାପ କରିବ? ଆମ୍ଭେ ତୁମ୍ଭ ପାଇଁ ସାନ୍ତ୍ୱନାକାରୀଗଣ କେଉଁଠାରେ ଖୋଜିବା?