Nahum 3:8 — Compare Translations
5 translations compared side by side
Odia - 1840
"ହେ ନୀନିବୀ, ତୁମ୍ଭେ କ'ଣ ନୀଳନଦୀ ଉପ ରେ ଅବସ୍ଥିତ ନୋ-ଆମାନେ ଠାରୁ ଭଲ ରେ ଅଛ? ନା, ତୁମ୍ଭେ ତା'ଠାରୁ ଭଲ ରେ ନାହିଁ। ନୋ-ଆମାନେ ଗ୍ଭରିପାଖ ରେ ଜଳ ଥିଲା। ନୋ-ଆମାନେ ନିଜକୁ ରକ୍ଷା କରିବାକୁ ସହେି ଜଳକୁ ବ୍ଯବହାର କରୁଥିଲା। ସେ ତାକୁ ପ୍ରାଚୀର ସଦୃଶ ବ୍ଯବହାର କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ ତୁମ୍ଭେ କି ଶ୍ରେଷ୍ଠ?
Odia Bible ERV 2004 (ପବିତ୍ର ବାଇବଲ)
ହେ ନୀନିବୀ, ତୁମ୍ଭେ କ’ଣ ନୀଳନଦୀ ଉପରେ ଅବସ୍ଥିତ ନୋ-ଆମୋନଠାରୁ ଭଲରେ ଅଛ? ନା, ତୁମ୍ଭେ ତା’ଠାରୁ ଭଲରେ ନାହଁ। ନୋ-ଆମୋନ ଗ୍ଭରିପାଖରେ ଜଳ ଥିଲା। ନୋ-ଆମୋନ ନିଜକୁ ରକ୍ଷା କରିବାକୁ ସେହି ଜଳକୁ ବ୍ୟବହାର କରୁଥିଲା। ସେ ତାକୁ ପ୍ରାଚୀର ସଦୃଶ ବ୍ୟବହାର କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ ତୁମ୍ଭେ କି ଶ୍ରେଷ୍ଠ?
Odia IRV 2017 (ଓଡିଆ ବାଇବେଲ)
ଯେଉଁ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ ତୁମ୍ଭେ କି ଶ୍ରେଷ୍ଠ?