Nahum 3:9 — Compare Translations

5 translations compared side by side

Odia - 1840
"ଇଥିଓପିଆ ଓ ମିଶର ନୋ-ଆମାନେକୁ ବହୁ ଶକ୍ତି ଦେଉଥିଲେ। ପୂଟୀଯ ଓ ଲୂବୀଯ ତାକୁ ସମର୍ଥନ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୂଶ ଓ ମିସର ତାହାର ବଳ ସ୍ଵରୂପ ଥିଲେ ଓ ତାହା ଅସୀମ ଥିଲା; ପୂଟୀୟ ଓ ଲୂବୀୟମାନେ ତାହାର ସହକାରୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଥିଓପିଆ ଓ ମିଶର ନୋ-ଆମୋନକୁ ବହୁ ଶକ୍ତି ଦେଉଥିଲେ। ପୂଟୀୟ ଓ ଲୂବୀୟ ତାକୁ ସମର୍ଥନ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୂଶ ଓ ମିସର ତାହାର ବଳ ସ୍ୱରୂପ ଥିଲେ ଓ ତାହା ଅସୀମ ଥିଲା; ପୂଟ୍‍ ଓ ଲୂବୀୟମାନେ ତାହାର ସହକାରୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କୂଶ ଓ ମିସର ତାହାର ବଳ ସ୍ୱରୂପ ଥିଲେ ଓ ତାହା ଅସୀମ ଥିଲା; ପୂଟ୍‍ ଓ ଲୂବୀୟମାନେ ତାହାର ସହକାରୀ ଥିଲେ।