Nehemiah 1:10 — Compare Translations

5 translations compared side by side

Odia - 1840
"ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ ତୁମ୍ଭେ ଏମାନଙ୍କୁ ଆପଣାର ମହା ପରାକ୍ରମ ଓ ଆପଣାର ବଳବାନ ହସ୍ତଦ୍ବାରା ମୁକ୍ତ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହାପରାକ୍ରମ ଓ ଆପଣାର ବଳବାନ ହସ୍ତ ଦ୍ଵାରା ମୁକ୍ତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହା ପରାକ୍ରମ ଓ ଆପଣାର ବଳବାନ ହସ୍ତଦ୍ୱାରା ମୁକ୍ତ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହାପରାକ୍ରମ ଓ ଆପଣାର ବଳବାନ ହସ୍ତ ଦ୍ୱାରା ମୁକ୍ତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହାପରାକ୍ରମ ଓ ଆପଣାର ବଳବାନ ହସ୍ତ ଦ୍ୱାରା ମୁକ୍ତ କରିଅଛ।