Nehemiah 1:11 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ବିନଯ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବା ରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ଓ ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ଯକ୍ତିର ଦୃଷ୍ଟି ରେ ତାହାକୁ ଦୟାପ୍ରାପ୍ତ ହବୋକୁ ଦିଅ। ଏ ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ । ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ⇧ ଥିଲି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବାରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ଓ ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏ ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।