Nehemiah 1:2 — Compare Translations

5 translations compared side by side

Odia - 1840
"ମୁଁ ଯେତବେେଳେ ଶୂଶନ ରେ ଥିଲି, ମାରେ ଭାଇମାନଙ୍କ ମଧ୍ଯରୁ ଜଣେ ତାଙ୍କର ନାମ ଥିଲା, ହନାନି ଓ ଯିହୁଦାରୁ କେତେ ଜଣ ଲୋକ ଆସିଥିଲେ। ତହୁଁ ମୁଁ ସମାନଙ୍କେୁ ବନ୍ଦୀତ୍ବରୁ ଫରେି ଆସିଥିବା ଅବଶିଷ୍ଟ ୟିହୁଦୀଯମାନଙ୍କ ବିଷଯ ରେ ଓ ୟିରୁଶାଲମ ବିଷଯ ରେ ପଗ୍ଭରିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହନାନି ନାମରେ ମୋହର ଭ୍ରାତୃଗଣ ମଧ୍ୟରୁ ଏକ ଜଣ ଓ ଯିହୁଦାରୁ କେତେକ ଲୋକ ଆସିଲେ; ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ଵରୁ ରକ୍ଷିତ ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୂଶାଲମ ବିଷୟରେ ପଚାରିଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେତେବେଳେ ଶୂଶନରେ ଥିଲି, ମୋର ଭାଇମାନଙ୍କ ମଧ୍ୟରୁ ଜଣେ ତାଙ୍କର ନାମ ଥିଲା, ହନାନି ଓ ଯିହୁଦାରୁ କେତେ ଜଣ ଲୋକ ଆସିଥିଲେ। ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ୱରୁ ଫେରି ଆସିଥିବା ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୁଶାଲମ ବିଷୟରେ ପଗ୍ଭରିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହନାନି ନାମରେ ମୋହର ଭ୍ରାତୃଗଣ ମଧ୍ୟରୁ ଏକ ଜଣ ଓ ଯିହୁଦାରୁ କେତେକ ଲୋକ ଆସିଲେ; ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୂଶାଲମ ବିଷୟରେ ପଚାରିଲି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହନାନି ନାମରେ ମୋହର ଭ୍ରାତୃଗଣ ମଧ୍ୟରୁ ଏକ ଜଣ ଓ ଯିହୁଦାରୁ କେତେକ ଲୋକ ଆସିଲେ; ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୂଶାଲମ ବିଷୟରେ ପଚାରିଲି।