Nehemiah 1:3 — Compare Translations
5 translations compared side by side
Odia - 1840
"ସେତବେେଳେ ସମାନେେ ମାେତେ କହିଲେ, ଯେଉଁମାନେ ବନ୍ଦୀତ୍ବରୁ ଫରେି ଆସିଥିଲେ ସହେି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହା ଦୁଃଖ ଓ ଅପମାନ ରେ ଅଛନ୍ତି, କାରଣ ୟିରୁଶାଲମର ପ୍ରାଚୀର ଭାଙ୍ଗି ଅଛି ଏବଂ ଏହାର ଫାଟକକୁ ପୋଡି଼ ଦିଆୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନେ ମୋତେ କହିଲେ, ବନ୍ଦୀତ୍ଵରୁ ରକ୍ଷିତ ସେହି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; ମଧ୍ୟ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସେମାନେ ମୋତେ କହିଲେ, “ଯେଉଁମାନେ ବନ୍ଦୀତ୍ୱରୁ ଫେରି ଆସିଥିଲେ ସେହି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହା ଦୁଃଖ ଓ ଅପମାନରେ ଅଛନ୍ତି, କାରଣ ଯିରୁଶାଲମର ପ୍ରାଚୀର ଭାଙ୍ଗି ଅଛି ଏବଂ ଏହାର ଫାଟକକୁ ପୋଡ଼ି ଦିଆଯାଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନେ ମୋତେ କହିଲେ, “ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ସେହି ପ୍ରଦେଶର ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; କାରଣ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନେ ମୋତେ କହିଲେ, “ବନ୍ଦୀତ୍ୱରୁ ରକ୍ଷାପ୍ରାପ୍ତ ସେହି ପ୍ରଦେଶର ଅବଶିଷ୍ଟ ଲୋକେ ମହାଦୁଃଖ ଓ ଅପମାନରେ ଅଛନ୍ତି; କାରଣ ଯିରୂଶାଲମର ପ୍ରାଚୀର ଭଗ୍ନ ହୋଇ ରହିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି।”