Nehemiah 1:4 — Compare Translations
5 translations compared side by side
Odia - 1840
"ଯେତବେେଳେ ମୁଁ ସମାନଙ୍କେଠାରୁ ଏହି ସମ୍ବାଦ ଶୁଣିଲି, ମୁଁ ଦୁଃଖିତ ହଲିେ। ମୁଁ ବସି କ୍ରନ୍ଦନ କଲି। ମୁଁ ଉପବାସ ରେ ସ୍ବର୍ଗସ୍ଥ ପରମେଶ୍ବରଙ୍କୁ ବହୁ ଦିନ ଧରି ପ୍ରାର୍ଥନା କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ଏହି କଥା ଶୁଣନ୍ତେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୁଁ ସେମାନଙ୍କଠାରୁ ଏହି ସମ୍ବାଦ ଶୁଣିଲି, ମୁଁ ଦୁଃଖିତ ହେଲି। ମୁଁ ବସି କ୍ରନ୍ଦନ କଲି। ମୁଁ ଉପବାସରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ବହୁ ଦିନ ଧରି ପ୍ରାର୍ଥନା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ଏହି କଥା ଶୁଣିବାମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ଏହି କଥା ଶୁଣିବା ମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,