Nehemiah 1:5 — Compare Translations
5 translations compared side by side
Odia - 1840
"ତା'ପରେ ମୁଁ ଏହିପରି ପ୍ରାର୍ଥନା କଲି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ସ୍ଵର୍ଗସ୍ଥ ପରମେଶ୍ଵର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ ଓ ଭୟଙ୍କର ପରମେଶ୍ଵର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଏହିପରି ପ୍ରାର୍ଥନା କଲି: “ହେ ସଦାପ୍ରଭୁ, ସ୍ୱର୍ଗର ପରମେଶ୍ୱର, ତୁମ୍ଭେ ମହାନ ଓ ଶକ୍ତିଶାଳୀ ପରମେଶ୍ୱର ଅଟ। ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ସବୁ ପାଳନ କରନ୍ତି, ତୁମ୍ଭେ ତୁମ୍ଭର ଚୁକ୍ତି ରକ୍ଷା କର ଓ ସେମାନଙ୍କ ପ୍ରତି ଅନୁରକ୍ତ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ସଦାପ୍ରଭୋ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;
Odia IRV 2017 (ଓଡିଆ ବାଇବେଲ)
“ହେ ସଦାପ୍ରଭୁ, ସ୍ୱର୍ଗସ୍ଥ ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;