Nehemiah 1:7 — Compare Translations
5 translations compared side by side
Odia - 1840
"ଆମ୍ଭେ ଇଶ୍ରାୟେଲୀୟମାନେ ତୁମ୍ଭ ବିରୁଦ୍ଧ ରେ ଅତିଶଯ ଭାବରେ ପାପ କରିଅଛୁ। ଆମ୍ଭମାନେେ ତୁମ୍ଭର ଆଜ୍ଞା ବ୍ଯବସ୍ଥାଗୁଡିକ ଓ ବିଗ୍ଭର ପାଳନ କରୁନାହୁଁ, ତୁମ୍ଭର ଦାସ ମାଶାଙ୍କେ ମାଧ୍ଯମ ରେ ଆମ୍ଭକୁ ଦଇେଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ଅତିଶୟ ଦୁଷ୍କର୍ମ କରୁଅଛୁ ଓ ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଯେଉଁ ଆଜ୍ଞା ଓ ବିଧି ଓ ଶାସନ ଆଦେଶ କରିଥିଲ, ତାହାସବୁ ଆମ୍ଭେମାନେ ପାଳନ କରି ନାହୁଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଇସ୍ରାଏଲୀୟମାନେ ତୁମ୍ଭ ବିରୁଦ୍ଧରେ ଅତିଶୟ ଭାବରେ ପାପ କରିଅଛୁ। ଆମ୍ଭେମାନେ ତୁମ୍ଭର ଆଜ୍ଞା, ବ୍ୟବସ୍ଥାଗୁଡ଼ିକ ଓ ବିଗ୍ଭର ପାଳନ କରୁ ନାହୁଁ, ଯାହା ତୁମ୍ଭର ଦାସ ମୋଶାଙ୍କ ମାଧ୍ୟମରେ ଆମ୍ଭକୁ ଦେଇଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ଅତିଶୟ ଦୁଷ୍କର୍ମ କରିଅଛୁ ଓ ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଯେଉଁ ଆଜ୍ଞା ଓ ବିଧି ଓ ଶାସନ ଆଦେଶ କରିଥିଲ, ତାହାସବୁ ଆମ୍ଭେମାନେ ପାଳନ କରି ନାହୁଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ଅତିଶୟ ଦୁଷ୍କର୍ମ କରିଅଛୁ ଓ ତୁମ୍ଭେ ଆପଣା ଦାସ ମୋଶାଙ୍କୁ ଯେଉଁ ଆଜ୍ଞା ଓ ବିଧି ଓ ଶାସନ ଆଦେଶ କରିଥିଲ, ତାହାସବୁ ଆମ୍ଭେମାନେ ପାଳନ କରି ନାହୁଁ।