Nehemiah 1:9 — Compare Translations

5 translations compared side by side

Odia - 1840
"କିନ୍ତୁ ଯଦି ତୁମ୍ଭମାନେେ ଆମ୍ଭ ପାଖକୁ ଫରେି ଆସିବ ଓ ଆମ୍ଭେ ଆଜ୍ଞା ପାଳନକରି ଓ ଅଭ୍ଯାସ କରି ବାସ କରିବ, ତବେେ ଯଦିଓ ତୁମ୍ଭମାନେେ ଆକାଶର ପ୍ରାନ୍ତ ସୀମା ରେ ନିର୍ବାସିତ ଥିଲେ ହେଁ, ଆମ୍ଭେ ସଠାରୁେ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସହେି ସ୍ଥାନକୁ ସମାନଙ୍କେୁ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ତୁମ୍ଭେମାନେ ଆମ୍ଭ ପାଖକୁ ଫେରି ଆସିବ ଓ ଆମ୍ଭ ଆଜ୍ଞା ପାଳନ କରି ଓ ଅଭ୍ୟାସ କରି ବାସ କରିବ, ତେବେ ଯଦିଓ ତୁମ୍ଭେମାନେ ଆକାଶର ପ୍ରାନ୍ତ ସୀମାରେ ନିର୍ବାସିତ ଥିଲେ ହେଁ, ଆମ୍ଭେ ସେଠାରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତ ସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’