Nehemiah 10:29 — Compare Translations

4 translations compared side by side

Odia - 1840
"ସମାନେେ ହେଲେ, ଲୋକମାନଙ୍କର ଅବଶିଷ୍ଟାଂଶ ଯାଜକମାନେ, ଲବେୀୟମାନେ, ଦ୍ବାରପାଳମାନେ, ଗାଯକମାନେ, ନଥୀନୀଯମାନେ ଓ ଯେ ସମସ୍ତ ଲୋକ ଯେଉଁମାନେ ସମାନଙ୍କେୁ ଅନ୍ୟ ସ୍ଥାନ ରେ ଲୋକମାନଙ୍କଠାରୁ ଅଲଗା କଲେ, କାରଣ ସମାନେେ ପରମେଶ୍ବରଙ୍କର ବ୍ଯବସ୍ଥା ରଖିପାରିବେ। ସମାନେେ ସମାନଙ୍କେର ସ୍ତ୍ରୀଗଣ, ସମାନଙ୍କେର ପୁତ୍ରଗଣ ଓ ସମାନଙ୍କେର କନ୍ଯାଗଣ, ପ୍ରେତ୍ୟକକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ, ସମାନେେ ସମାନଙ୍କେର ଭାତୃଗଣ, ସମାନଙ୍କେର କୁଳୀନଗଣ ଏହି ଶପଥ ନବୋ ପାଇଁ ରାଜି ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣା-ମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ଵରଙ୍କ ଦାସ ମୋଶାଙ୍କ ଦ୍ଵାରା ଦତ୍ତ ପରମେଶ୍ଵରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗ-ପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;