Nehemiah 10:30 — Compare Translations

5 translations compared side by side

Odia - 1840
"ସମାନେେ ପ୍ରତିଜ୍ଞା କରି କହିଲେ, ଆମ୍ଭମାନେେ ଅନ୍ୟ ଦେଶୀଯ ଲୋକମାନଙ୍କୁ ଆପଣାମାନଙ୍କ କନ୍ଯାଗଣ ଦବେୁ ନାହିଁ। କି ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସମାନଙ୍କେ କନ୍ଯାଗଣ ଗ୍ରହଣ କରିବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କହିଲେ, ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ, କିଅବା ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପ୍ରତିଜ୍ଞା କରି କହିଲେ, “ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ। କି ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କହିଲେ, “ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ, କିଅବା ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ;”
Odia IRV 2017 (ଓଡିଆ ବାଇବେଲ)
ଆଉ କହିଲେ, “ଆମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କୁ ଆପଣାମାନଙ୍କ କନ୍ୟାଗଣ ଦେବୁ ନାହିଁ, କିଅବା ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣ ଗ୍ରହଣ କରିବୁ ନାହିଁ;”