Nehemiah 10:32 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ଆପଣାମାନଙ୍କ ପରମେଶ୍ବରଙ୍କ ସବୋକାର୍ୟ୍ଯ ନିମନ୍ତେ ତାଙ୍କର ନିର୍ଦ୍ଦେଶସବୁ ମାନିବୁ। ଏବଂ ଏକ ତୃତୀଯାଂଶ ଶକେଲ ରୂପା ପ୍ରତିବର୍ଷ ପରମେଶ୍ବରଙ୍କ ମନ୍ଦିର କାର୍ୟ୍ଯ ପାଇଁ ଦବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ସେବାକାର୍ଯ୍ୟ ନିମନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ ତାଙ୍କର ନିର୍ଦ୍ଦେଶସବୁ ମାନିବୁ। ଏବଂ ଏକ ତୃତୀୟାଂଶ ଶେକଲ ରୂପା ପ୍ରତି ବର୍ଷ ପରମେଶ୍ୱରଙ୍କ ମନ୍ଦିର କାର୍ଯ୍ୟ ପାଇଁ ଦେବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,