Nehemiah 10:33 — Compare Translations

5 translations compared side by side

Odia - 1840
"ଅର୍ଥାତ୍ ଦର୍ଶନୀଯ ରୋଟୀର ଓ ନିତ୍ଯ ଭକ୍ଷ୍ଯ ନବୈେଦ୍ଯର ଓ ନିତ୍ଯ ହାମବେଳିର, ବିଶ୍ରାମ ବାରର ଅମାବାସ୍ଯାର, ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ଯାଦିର ଓ ଇଶ୍ରାୟେଲର ପ୍ରାଯଶ୍ଚିତ୍ତାର୍ଥକ ପାପବଳିର ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିରର ସମସ୍ତ କାର୍ୟ୍ଯ ନିମନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଦର୍ଶନୀୟ ରୋଟୀର ଓ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର⇧ ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଅର୍ଥାତ୍ ଦର୍ଶନୀୟ ରୋଟୀର ଓ ନିତ୍ୟ ଭକ୍ଷ୍ୟ ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମ ବାରର ଅମାବାସ୍ୟାର, ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରର ସମସ୍ତ କାର୍ଯ୍ୟ ନିମନ୍ତେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।