Nehemiah 10:34 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ଗୁଳାବାଣ୍ଟ କରି ଯାଜକମାନଙ୍କ ବଂଶ ପାଇଁ, ଲବେୀୟଗଣ ପାଇଁ, ସଦାପ୍ରଭୁଙ୍କ ମନ୍ଦିର ପାଇଁ ପାଠ ଆଣୁଥିବା ଲୋକମାନଙ୍କ ପାଇଁ ବାର୍ଷିକ କାର୍ୟ୍ଯ ନିର୍ଘଣ୍ଟ ସ୍ଥିର କରିଅଛୁ। ବ୍ଯବସ୍ଥା ରେ ଯାହା ଲିଖିତ ହାଇେଅଛି ସହେି ଅନୁସାରେ ଆମ୍ଭ ସଦାପ୍ରଭୁ ପରମେଶ୍ବରଙ୍କ ୟଜ୍ଞବଦେୀ ରେ ସହେି କାଠଗୁଡିକ ଜଳାୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଯଜ୍ଞବେଦି ଉପରେ ଜ୍ଵଳାଇବା ସକାଶେ ଆମ୍ଭମାନଙ୍କ ପିତୃବଂଶାନୁସାରେ ବର୍ଷକୁ ବର୍ଷ ନିରୂପିତ ସମୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହକୁ କାଷ୍ଠ ଆଣିବା ନିମନ୍ତେ ଆମ୍ଭେମାନେ, ଅର୍ଥାତ୍ ଯାଜକମାନେ, ଲେବୀୟମାନେ ଓ ଲୋକମାନେ କାଷ୍ଠଦାନ ବିଷୟରେ ଗୁଲିବାଣ୍ଟ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେମାନେ ଗୁଲିବାଣ୍ଟ କରି ଯାଜକମାନଙ୍କ ବଂଶ ପାଇଁ, ଲେବୀୟଗଣ ପାଇଁ, ସଦାପ୍ରଭୁଙ୍କ ମନ୍ଦିର ପାଇଁ କାଠ ଆଣୁଥିବା ଲୋକମାନଙ୍କ ପାଇଁ ବାର୍ଷିକ କାର୍ଯ୍ୟ ନିର୍ଘଣ୍ଟ ସ୍ଥିର କରିଅଛୁ। ବ୍ୟବସ୍ଥାରେ ଯାହା ଲିଖିତ ହୋଇଅଛି ସେହି ଅନୁସାରେ ଆମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଯଜ୍ଞବେଦିରେ ସେହି କାଠଗୁଡ଼ିକ ଜଳାଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଜ୍ୱଳାଇବା ସକାଶେ ଆମ୍ଭମାନଙ୍କ ପିତୃବଂଶାନୁସାରେ ବର୍ଷକୁ ବର୍ଷ ନିରୂପିତ ସମୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ କାଷ୍ଠ ଆଣିବା ନିମନ୍ତେ ଆମ୍ଭେମାନେ, ଅର୍ଥାତ୍‍ ଯାଜକମାନେ, ଲେବୀୟମାନେ ଓ ଲୋକମାନେ କାଷ୍ଠଦାନ ବିଷୟରେ ଗୁଲିବାଣ୍ଟ କଲୁ।
Odia IRV 2017 (ଓଡିଆ ବାଇବେଲ)