Nehemiah 10:35 — Compare Translations

5 translations compared side by side

Odia - 1840
"ଆମ୍ଭମାନଙ୍କ ଜମିର ପ୍ରଥମଜାତ ଶସ୍ଯ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ, ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ମନ୍ଦିରକୁ ଆଣିବା ପାଇଁ ଏକଥା ଗ୍ରହଣ କରିଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭମାନଙ୍କ ଭୂମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ,
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭମାନଙ୍କ ଜମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ, ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ମନ୍ଦିରକୁ ଆଣିବା ପାଇଁ ଏ କଥା ଗ୍ରହଣ କରିଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭମାନଙ୍କ ଭୂମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ,
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭମାନଙ୍କ ଭୂମିର ପ୍ରଥମଜାତ ଶସ୍ୟ ଓ ସର୍ବପ୍ରକାର ବୃକ୍ଷର ପ୍ରଥମଜାତ ଫଳ ବର୍ଷକୁ ବର୍ଷ ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ,