Nehemiah 10:36 — Compare Translations

5 translations compared side by side

Odia - 1840
"ବ୍ଯବସ୍ଥା ପୁସ୍ତକର ଲିଖନ ଅନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଆମ୍ଭମାନଙ୍କ ଗୋପଲର ଓ ମଷେପଲର ପ୍ରଥମ ଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିର ରେ ପରିଚର୍ୟ୍ଯାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ ମଧ୍ଯ ନିଯମ କରୁଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ,
Odia Bible ERV 2004 (ପବିତ୍ର ବାଇବଲ)
“ବ୍ୟବସ୍ଥା ପୁସ୍ତକର ଲିଖନ ଅନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଆମ୍ଭମାନଙ୍କ ଗୋପଲର ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ ମଧ୍ୟ ନିୟମ କରୁଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ବ୍ୟବସ୍ଥାର ଲିଖନାନୁସାରେ ଆମ୍ଭମାନଙ୍କ ସନ୍ତାନଗଣର ଓ ପଶୁଗଣର ପ୍ରଥମଜାତ ଓ ଆମ୍ଭମାନଙ୍କ ଗୋପଲ ଓ ମେଷପଲର ପ୍ରଥମଜାତମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ପରିଚର୍ଯ୍ୟାକାରୀ ଯାଜକମାନଙ୍କ ନିକଟକୁ ଆଣିବା ପାଇଁ,
Odia IRV 2017 (ଓଡିଆ ବାଇବେଲ)