Nehemiah 10:37 — Compare Translations

5 translations compared side by side

Odia - 1840
"ଏବଂ ଆମ୍ଭମାନେେ ଉକୃଷ୍ଟ ଅଟା ଓ ସର୍ବପ୍ରକାର ବୃକ୍ଷର ଫଳ ଓ ନୂତନ ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଓ ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିରର କୋଠରିକୁ ଆଣିବା ପାଇଁ ଆମ୍ଭର ଦ୍ରବ୍ଯର ଏକ ଦଶମାଂଶ ଲବେୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ। କାରଣ ସହେି ଲବେୀୟମାନେ ଆମ୍ଭମାନଙ୍କ ସକଳ କୃଷିନଗର ରେ ଏକ ଦଶମାଂଶ ଆଦାଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭମାନଙ୍କ ଚକ୍ଟା ମଇଦାର ଅଗ୍ରୀମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହର କୋଠରିକି ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ ଆମ୍ଭେମାନେ ଉକୃଷ୍ଟ ଅଟା ଓ ସର୍ବପ୍ରକାର ବୃକ୍ଷର ଫଳ ଓ ନୂତନ ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରର କୋଠରୀକୁ ଆଣିବା ପାଇଁ ଆମ୍ଭର ଦ୍ରବ୍ୟର ଏକ ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ। କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷିନଗରରେ ଏକ ଦଶମାଂଶ ଆଦାୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭମାନଙ୍କ ଚକ୍‍ଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।