Nehemiah 10:38 — Compare Translations

5 translations compared side by side

Odia - 1840
"ମାତ୍ର ଲବେୀୟମାନେ ଦଶମାଂଶ ଆଦାଯ କରିବା ସମୟରେ ହାରୋଣଙ୍କ ସନ୍ତାନ ଯାଜକ ଲବେୀୟମାନଙ୍କ ସଙ୍ଗେ ରହିବ। ଆଉ ଲବେୀୟମାନେ ପରମେଶ୍ବରଙ୍କ ମନ୍ଦିରସ୍ଥିତ ଭଣ୍ତାର ଗୃହକୁ ଦଶମାଂଶର ଦଶମାଂଶ ଆଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ଵରଙ୍କ ଗୃହସ୍ଥିତ ଭଣ୍ତାର-କୋଠରିକି ଦଶମାଂଶର ଦଶମାଂଶ ଆଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କ ସନ୍ତାନ ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ। ଆଉ ଲେବୀୟମାନେ ପରମେଶ୍ୱରଙ୍କ ମନ୍ଦିରସ୍ଥିତ ଭଣ୍ତାର ଗୃହକୁ ଦଶମାଂଶର ଦଶମାଂଶ ଆଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଲେବୀୟମାନେ ଦଶମାଂଶ ଆଦାୟ କରିବା ସମୟରେ ହାରୋଣଙ୍କର ସନ୍ତାନ-ଯାଜକ ଲେବୀୟମାନଙ୍କ ସଙ୍ଗେ ରହିବ; ଆଉ, ଲେବୀୟମାନେ ପରମେଶ୍ୱରଙ୍କ ଗୃହସ୍ଥିତ ଭଣ୍ଡାର-କୋଠରିକୁ ଦଶମାଂଶର ଦଶମାଂଶ ଆଣିବେ।