Nehemiah 10:39 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ଏବଂ ଲବେୀୟମାନେ ଭଣ୍ତାର ଗୃହକୁ ନିଶ୍ଚିତ ରେ ତାଙ୍କର ଉପହାର ଆଣିବେ। ସମାନେେ ଶସ୍ଯ, ଦ୍ରାକ୍ଷାରସ, ତୈଳ ସହେି କୋଠରୀକୁ ଆଣିବେ, ଯେଉଁଠା ରେ ଦାଯିତ୍ବ ରେ ଥିବା ଯାଜକମାନେ, ଦ୍ବାରପାଳଗଣ ଓ ଗାଯକମାନେ ପବିତ୍ର ସାମଗ୍ରୀ ରଖନ୍ତି। ଏବଂ ଆମ୍ଭମାନେେ ଆମ୍ଭମାନଙ୍କର ପରମେଶ୍ବରଙ୍କ ମନ୍ଦିର ପ୍ରତି ହଳୋ କରିବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ-ଯାଜକମାନେ, ଆଉ ଦ୍ଵାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥାʼନ୍ତି, ସେଠାକୁ ଇସ୍ରାଏଲ-ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ଏବଂ ଲେବୀୟମାନେ ଭଣ୍ତାର ଗୃହକୁ ନିଶ୍ଚିତରେ ତାଙ୍କର ଉପହାର ଆଣିବେ। ସେମାନେ ଶସ୍ୟ, ଦ୍ରାକ୍ଷାରସ, ତୈଳ ସେହି କୋଠରୀକୁ ଆଣିବେ, ଯେଉଁଠାରେ ଦାୟିତ୍ୱରେ ଥିବା ଯାଜକମାନେ, ଦ୍ୱାରପାଳଗଣ ଓ ଗାୟକମାନେ ପବିତ୍ର ସାମଗ୍ରୀ ରଖନ୍ତି। ଏବଂ “ଆମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ମନ୍ଦିର ପ୍ରତି ହେଳା କରିବୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥାʼନ୍ତି, ସେଠାକୁ ଇସ୍ରାଏଲ-ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥା’ନ୍ତି, ସେଠାକୁ ଇସ୍ରାଏଲ ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।