Nehemiah 11:1 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲମାନଙ୍କର ଅଧିପତିମାନେ ୟିରୁଶାଲମ ରେ ବାସ କଲେ। ଅବଶିଷ୍ଟ ଲୋକମାନେ ପବିତ୍ର ନଗର ୟିରୁଶାଲମ ରେ ବାସ କରିବା ନିମନ୍ତେ ପ୍ରତି ଦଶଜଣ ମଧ୍ଯରୁ ଜଣଙ୍କୁ ସେ ସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ଯାନ ନଗର ରେ ବାସ କରିବାକୁ ଗୁଲିବାଣ୍ଟ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନୂତନ ଲୋକମାନଙ୍କର ଯିରୁଶାଲମକୁ ପ୍ରବେଶ ଇସ୍ରାଏଲମାନଙ୍କର ଅଧିପତିମାନେ ଯିରୁଶାଲମରେ ବାସ କଲେ। ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୁଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଜଣକୁ ସେ ସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରିବାକୁ ଗୁଲିବାଣ୍ଟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ।
Odia IRV 2017 (ଓଡିଆ ବାଇବେଲ)