Nehemiah 11:12 — Compare Translations

5 translations compared side by side

Odia - 1840
"ସମାନଙ୍କେର ଆତ୍ମୀଯମାନଙ୍କ ସହିତ ଏକାଠି ହାଇେ ଯେଉଁମାନେ ପରମେଶ୍ବରଙ୍କ ମନ୍ଦିର ରେ କାମ କରୁଥିଲେ ସମାନେେ 822 ଜଣ ଥିଲେ। ୟିରୋହମର ପୁତ୍ର ଅଦାଯା, ପଲଲିଯର ୟିରୋହମ ପୁତ୍ର, ଅମ୍ସିର ପୁତ୍ର ପଲଲିଯ, ଜିଖରିଯର ପୁତ୍ର ଅମସି, ପଶ୍ହୂରର ପୁତ୍ର ଜିଖରିଯ, ମଲ୍ଲିଯଲରେ ପୁତ୍ର ପଶ୍ହୂର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମ୍ର ପୁତ୍ର ଅଦାୟା, ସେହି ଯିରୋହମ୍ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍ହୂରର ପୁତ୍ର, ପଶ୍ହୂର ମଲ୍‍କିୟେଲର ପୁତ୍ର,
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ଆତ୍ମୀୟମାନଙ୍କ ସହିତ ଏକାଠି ହୋଇ ଯେଉଁମାନେ ପରମେଶ୍ୱରଙ୍କ ମନ୍ଦିରରେ କାମ କରୁଥିଲେ ସେମାନେ 822 ଜଣ ଥିଲେ। ଯିରୋହମର ପୁତ୍ର ଅଦାୟା, ପଲଲିୟର ପୁତ୍ର ଯିରୋହମ, ଅ‌‌‌‌‌‌ମ୍‌‌‌‌‌‌ସିର ପୁତ୍ର ପଲଲିୟ, ଯିଖରିୟର ପୁତ୍ର ଅମସି, ପ‌ଶ୍‌ହୂରର ପୁତ୍ର ଯିଖରିୟ, ମଲ୍ଲିୟେଲର ପୁତ୍ର ପ‌ଶ୍‌ହୂର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମର ପୁତ୍ର ଅଦାୟା, ସେହି ଯିରୋହମ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍‍ହୂରର ପୁତ୍ର, ପଶ୍‍ହୂର ମଲ୍‍କୀୟର ପୁତ୍ର,
Odia IRV 2017 (ଓଡିଆ ବାଇବେଲ)
ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମ୍‍ର ପୁତ୍ର ଅଦାୟା, ସେହି ଯିରୋହମ୍‍ ପଲଲୀୟର ପୁତ୍ର, ପଲଲୀୟ ଅମ୍‍ସିର ପୁତ୍ର, ଅମ୍‍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍‍ହୂରର ପୁତ୍ର, ପଶ୍‍ହୂର ମଲ୍‍କୀୟର ପୁତ୍ର,