Nehemiah 11:14 — Compare Translations
5 translations compared side by side
Odia - 1840
"ଆଉ ସମାନଙ୍କେ ଭାତୃଗଣ 128 ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମର ପୁତ୍ର ସବ୍ଦୀଯଲେ ସମାନଙ୍କେର ନିରୀକ୍ଷକ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମର ପୁତ୍ର ସବ୍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନଙ୍କ ଭାତୃଗଣ 128 ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମର ପୁତ୍ର ସବ୍ଦୀୟେଲ ସେମାନଙ୍କର ନିରୀକ୍ଷକ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମ୍ର ପୁତ୍ର ସବ୍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମ୍ର ପୁତ୍ର ସବ୍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା।