Nehemiah 11:17 — Compare Translations
5 translations compared side by side
Odia - 1840
"ମୀକାର ପୁତ୍ର ମତ୍ତନିଯ ୟିଏକି ସବ୍ଦିର ଆସଫର ପୁତ୍ର ଥିଲା, ୟିଏକି ଶମ୍ମୁଯର ପୁତ୍ର ବକ୍ବୁକିଯ ଓ ଅବଦା ସହିତ ଧନ୍ଯବାଦ ଅର୍ପଣର ପ୍ରାର୍ଥନା କରୁଥିଲେ। ୟିଏକି ଗାଲଲର ପୁତ୍ର, ଗାଲଲ ୟିଏକି ୟିଦୂଥୂନର ପୁତ୍ର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆସଫର ବଂଶଜାତ ସବ୍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍ବୁକୀୟ ଦ୍ଵିତୀୟ ଥିଲା; ପୁଣି, ଯିଦୂଥୂନ-ବଂଶଜାତ ଗାଲଲର ପୌତ୍ର ଶମ୍ମୂୟର ପୁତ୍ର ଅବ୍ଦ ।
Odia Bible ERV 2004 (ପବିତ୍ର ବାଇବଲ)
ମୀକାର ପୁତ୍ର ମତ୍ତନିୟ ଯିଏ କି ସବ୍ଦିର ଆସଫର ପୁତ୍ର ଥିଲା, ଯିଏ କି ଶମ୍ମୁୟର ପୁତ୍ର ବକ୍ବୁକିୟ ଓ ଅବଦା ସହିତ ଧନ୍ୟବାଦ ଅର୍ପଣର ପ୍ରାର୍ଥନା କରୁଥିଲେ। ଯିଏ କି ଗାଲଲର ପୁତ୍ର, ଗାଲଲ ଯିଏ କି ଯିଦୂଥୂନର ପୁତ୍ର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆସଫର ବଂଶଜାତ ସବ୍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍ଦ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆସଫର ବଂଶଜାତ ସବ୍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ-ବଂଶଜାତ ଗାଲଲ୍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍ଦ।