Nehemiah 11:19 — Compare Translations

5 translations compared side by side

Odia - 1840
"ଦ୍ବାରପାଳ ଅକ୍କୁବ୍ ଟଲ୍ମୋନ ଓ ସମାନଙ୍କେର ଭାଇମାନେ, ଯେଉଁମାନେ ନଗର ଫାଟକର ପ୍ରହରି ଥିଲେ, ସମାନେେ 172 ଜଣ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଦ୍ଵାରପାଳ ଅକ୍କୂବ୍, ଟଲ୍ମୋନ ଓ ନଗର-ଦ୍ଵାରସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱାରପାଳ ଅ‌କ୍‌କୁବ୍, ଟ‌‌‌‌ଲ୍‌‌‌‌‌‌‌ମୋନ ଓ ସେମାନଙ୍କର ଭାଇମାନେ, ଯେଉଁମାନେ ନଗର ଫାଟକର ପ୍ରହରୀ ଥିଲେ, ସେମାନେ 172 ଜଣ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଦ୍ୱାରପାଳ ଅକ୍କୂବ, ଟଲ୍‍ମୋନ ଓ ନଗର-ଦ୍ୱାର ସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଦ୍ୱାରପାଳ ଅକ୍‍କୂବ, ଟଲ୍‍ମୋନ ଓ ନଗର-ଦ୍ୱାର ସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ।