Nehemiah 11:22 — Compare Translations

5 translations compared side by side

Odia - 1840
"ଉଷି ୟିରୁଶାଲମ ରେ ଲବେୀୟମାନଙ୍କର ନିରୀକ୍ଷକ ଥିଲେ। ଉଷି ବାନିର ପୁତ୍ର, ବାନି ହଶବିଯର ପୁତ୍ର, ହଶବିଯ ୟିଏକି ମତ୍ତନିଯର ପୁତ୍ର, ମତ୍ତନିଯ ୟିଏକି ମୀକାର ପୁତ୍ର ଥିଲେ। ଉଷି ପରମେଶ୍ବରଙ୍କ ମନ୍ଦିର ରେ ସବୋ କରୁଥିବା ଗାଯକର ଓ ଆସଫର ବଂଶଧର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମର୍ତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ଵରଙ୍କ ଗୃହକାର୍ଯ୍ୟର ତତ୍ତ୍ଵାବଧାରଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଉଷି ଯିରୁଶାଲମରେ ଲେବୀୟମାନଙ୍କର ନିରୀକ୍ଷକ ଥିଲେ। ଉଷି ବାନିର ପୁତ୍ର, ବାନି ହଶବିୟର ପୁତ୍ର, ହଶବିୟ ଯିଏ କି ମତ୍ତନୀୟର ପୁତ୍ର, ମତ୍ତନିୟ ଯିଏ କି ମୀକାର ପୁତ୍ର ଥିଲେ। ଉଷି ପରମେଶ୍ୱରଙ୍କ ମନ୍ଦିରରେ ସେବା କରୁଥିବା ଗାୟକର ଓ ଆସଫର ବଂଶଧର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ କଲା।
Odia IRV 2017 (ଓଡିଆ ବାଇବେଲ)
ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ କଲା।