Nehemiah 11:23 — Compare Translations
5 translations compared side by side
Odia - 1840
"ରାଜା ଆଜ୍ଞା ଦେଲେ ଯେ, ପ୍ରେତ୍ୟକକ ଦିନ ଗାଯକମାନଙ୍କୁ ପୁରସ୍କାର ଦିଆୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଆଜ୍ଞା ଦେଲେ ଯେ, ପ୍ରତ୍ୟେକ ଦିନ ଗାୟକମାନଙ୍କୁ ପୁରସ୍କାର ଦିଆଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା।