Nehemiah 11:25 — Compare Translations

5 translations compared side by side

Odia - 1840
"ଯିହୁଦାର ଲୋକମାନଙ୍କ ମଧ୍ଯରୁ କେତକେ କ୍ଷେତ୍ରସ୍ଥ ନଗର ରେ ଅର୍ଥାତ୍ କିରିଯଥଅର୍ବ ଓ ତହିଁ ନିକଟସ୍ଥ ଦୀବୋନ ଓ ତହିଁର ଉପନଗର ରେ, ୟିକବ୍ ସେଲ ଓ ତହିଁର ଗ୍ରାମ ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍, କିରୀୟଥ୍-ଅର୍ବ ଓ ତହିଁର ଉପନଗରରେ, ଦୀବୋନ୍ ଓ ତହିଁର ଉପନଗରରେ, ଯିକବ୍ସେଲ ଓ ତହିଁର ଗ୍ରାମରେ;
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନଙ୍କ ମଧ୍ୟରୁ କେତେକ କ୍ଷେତ୍ରସ୍ଥ ନଗରରେ ଅର୍ଥାତ୍ କିରିୟଥଅର୍ବ ଓ ତହିଁ ନିକଟସ୍ଥ ଦୀବୋନ ଓ ତହିଁର ଉପନଗରରେ, ଯିକ‌‌‌‌ବ୍‌‌‌‌ସେଲ ଓ ତହିଁର ଗ୍ରାମରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍‍, କିରୀୟଥ୍‍-ଅର୍ବ ଓ ତହିଁର ଉପନଗରରେ, ଦୀବୋନ୍ ଓ ତହିଁର ଉପନଗରରେ, ଯିକବ୍‍ସେଲ ଓ ତହିଁର ଗ୍ରାମରେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍‍, କିରୀୟଥ୍‍-ଅର୍ବ ଓ ତହିଁର ଉପ ନଗରରେ, ଦୀବୋନ୍‍ ଓ ତହିଁର ଉପ ନଗରରେ, ଯିକବ୍‍ସେଲ ଓ ତହିଁର ଗ୍ରାମରେ;