Nehemiah 11:3 — Compare Translations
5 translations compared side by side
Odia - 1840
"ପ୍ରଦେଶର ଏହି ପ୍ରଧାନବର୍ଗ ୟିରୁଶାଲମ ରେ ବାସ କଲେ। କିନ୍ତୁ ଯିହୁଦାର ଏବଂ ଇଶ୍ରାୟେଲର ଅନ୍ୟ ନଗର ରେ ଲୋକମାନେ, ଯାଜକମାନେ, ଲବେୀୟମାନେ, ନଥୀନୀଯମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରେତ୍ୟକକ ନିଜ ନିଜ ନଗର ରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ⇧ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଦେଶର ଏହି ପ୍ରଧାନବର୍ଗ ଯିରୁଶାଲମରେ ବାସ କଲେ। କିନ୍ତୁ ଯିହୁଦାର ଏବଂ ଇସ୍ରାଏଲର ଅନ୍ୟ ନଗରରେ ଲୋକମାନେ, ଯାଜକମାନେ, ଲେବୀୟମାନେ, ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକ ନିଜ ନିଜ ନଗରରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)