Nehemiah 11:30 — Compare Translations

5 translations compared side by side

Odia - 1840
"ସା ନୋହ, ଅଦୁଲ୍ଲମ ଓ ତହିଁର ପାଶର୍‌ବବର୍ତ୍ତୀ ଗ୍ରାମ ରେ, ଲାଖୀଶ ଓ ତହିଁର କ୍ଷେତ୍ର ରେ, ଅ ସକୋ ଓ ତହିଁର ଗ୍ରାମ ରେ ବାସ କଲେ। ଏହିପରି ସମାନେେ ବେର୍ଶବୋଠାରୁ ହିନ୍ନୋମ ଉପତ୍ୟକା ପର୍ୟ୍ଯନ୍ତ ଛାଉଣି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାନୋହ, ଅଦୁଲ୍ଲମ ଓ ତହିଁର ଗ୍ରାମରେ, ଲାଖୀଶ୍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଉପନଗରରେ ବାସ କଲେ । ଏହିରୂପେ ସେମାନେ ବେର୍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସାନୋହ, ଅଦୁଲ୍ଲମ ଓ ତହିଁର ପାର୍ଶ୍ୱବର୍ତ୍ତୀ ଗ୍ରାମରେ, ଲାଖୀଶ୍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଗ୍ରାମରେ ବାସ କଲେ। ଏହିପରି ସେମାନେ ବେ‌ର୍‌ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାନୋହ, ଅଦୁଲ୍ଲମ ଓ ତହିଁର ଗ୍ରାମରେ, ଲାଖୀଶ୍‍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଉପନଗରରେ ବାସ କଲେ। ଏହିରୂପେ ସେମାନେ ବେର୍‍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ।
Odia IRV 2017 (ଓଡିଆ ବାଇବେଲ)
ସାନୋହ, ଅଦୁଲ୍ଲମ ଓ ତହିଁର ଗ୍ରାମରେ, ଲାଖୀଶ୍‍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଉପନଗରରେ ବାସ କଲେ। ଏହିରୂପେ ସେମାନେ ବେର୍‍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ।