Nehemiah 11:5 — Compare Translations
5 translations compared side by side
Odia - 1840
"ବାଋକର ପୁତ୍ର ମା ସଯେ, ବାଋକ୍ କଲ୍-ହୋଷିର ପୁତ୍ର ଥିଲା। କଲ-ହୋଷି ହସାଯର ପୁତ୍ର, ହସାଯ ଅଦାଯାର ପୁତ୍ର, ଅଦାଯା ୟୋଯାରୀବର ପୁତ୍ର, ୟୋଯାରୀବ୍ ଜିଖରିଯର ପୁତ୍ର ଥିଲା। ଜିଖରିଯ ଶୀଲୋନିଯମାନଙ୍କର ଭବିଷ୍ଯତ୍ ବଂଶଧର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ବାରୁକର ପୁତ୍ର ମାସେୟ, ସେହି ବାରୁକ କଲ୍ହୋଷିର ପୁତ୍ର, କଲ୍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍ର ପୁତ୍ର, ଯୋୟାରୀବ୍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ବାଋକର ପୁତ୍ର ମାସେୟ, ବାଋକ୍କଲ୍-ହୋଷିର ପୁତ୍ର ଥିଲା। କଲ-ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବର ପୁତ୍ର, ଯୋୟାରୀବ୍ ଯିଖରିୟର ପୁତ୍ର ଥିଲା। ଯିଖରିୟ ଶୀଲୋନିୟମାନଙ୍କର ଭବିଷ୍ୟଦ୍ ବଂଶଧର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ବାରୂକର ପୁତ୍ର ମାସେୟ, ସେହି ବାରୂକ କଲ୍ହୋଷିର ପୁତ୍ର, କଲ୍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍ର ପୁତ୍ର, ଯୋୟାରୀବ୍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର।
Odia IRV 2017 (ଓଡିଆ ବାଇବେଲ)
ଆଉ, ବାରୁକ୍ର ପୁତ୍ର ମାସେୟ, ସେହି ବାରୁକ୍ କଲ୍ହୋଷିର ପୁତ୍ର, କଲ୍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍ର ପୁତ୍ର, ଯୋୟାରୀବ୍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର।