Nehemiah 11:6 — Compare Translations

5 translations compared side by side

Odia - 1840
"ପରେସର ବଂଶଧର ମାଟେ 468 ଜଣ ବୀର ପୁରୁଷ ୟିରୁଶାଲମ ରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପେରସର ସନ୍ତାନ ସର୍ବସୁଦ୍ଧା ଚାରି ଶହ ଅଠଷଠି ଜଣ ବୀର ପୁରୁଷ ଯିରୂଶାଲମରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପେରସର ବଂଶଧର ମୋଟ 468 ଜଣ ବୀର ପୁରୁଷ ଯିରୁଶାଲମରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପେରସର ସନ୍ତାନ ସର୍ବସୁଦ୍ଧା ଚାରି ଶହ ଅଠଷଠି ଜଣ ବୀରପୁରୁଷ ଯିରୂଶାଲମରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ପେରସର ସନ୍ତାନ ସର୍ବସୁଦ୍ଧା ଚାରି ଶହ ଅଠଷଠି ଜଣ ବୀର ପୁରୁଷ ଯିରୂଶାଲମରେ ବାସ କଲେ।