Nehemiah 12:1 — Compare Translations
5 translations compared side by side
Odia - 1840
"ଏହିମାନେ ହେଉଛନ୍ତି ଯାଜକ ଓ ଲବେୀୟ, ଶଲ୍ଟୀଯଲରେ ପୁତ୍ର ସଋଦ୍ଦାବିଲ ଓ ଯଶୂେଯ ସଙ୍ଗେ ଆସିଲେ, ସମାନେେ ହେଲେ ସରାଯ, ଯିରିମିୟ, ଏଜ୍ରା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ⇧, ଯିରିମୀୟ, ଏଜ୍ରା;
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନେ ଓ ଲେବୀୟମାନେ ଏହିମାନେ ହେଉଛନ୍ତି ଯାଜକ ଓ ଲେବୀୟ, ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯେଶୂୟ ସଙ୍ଗେ ଆସିଲେ, ସେମାନେ ହେଲେ ସରାୟ, ଯିରିମିୟ, ଏଜ୍ରା,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା;
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଯାଜକମାନେ ଓ ଲେବୀୟମାନେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯେଶୂୟ ସଙ୍ଗେ ଆସିଥିଲେ, ସେମାନେ ଏହି, ଯଥା, ସରାୟ, ଯିରିମୀୟ, ଏଜ୍ରା;