Nehemiah 12:10 — Compare Translations

5 translations compared side by side

Odia - 1840
"ଯଶୂେଯ ୟୋଯାକୀମ୍ର ପିତା ଥିଲେ, ୟୋଯାକୀମ୍ ଇଲିଯାଶୀବର ପିତା ଥିଲେ ଓ ଇଲିଯାଶୀବ ୟୋଯାଦର ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍, ଯୋୟାକୀମ୍ର ପୁତ୍ର ଇଲୀୟାଶୀବ୍ ଓ ଇଲିୟାଶୀବ୍ର ପୁତ୍ର ଯୋୟାଦ୍,
Odia Bible ERV 2004 (ପବିତ୍ର ବାଇବଲ)
ଯେଶୂୟ ଯୋୟାକୀ‌‌‌‌‌‌ମ୍‌‌‌‌‌‌ର ପିତା ଥିଲେ, ଯୋୟାକୀମ୍ ଇଲିୟାଶୀବର ପିତା ଥିଲେ ଓ ଇଲିୟାଶୀବ ଯୋୟାଦର ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍‍, ଯୋୟାକୀମ୍‍ର ପୁତ୍ର ଇଲୀୟାଶୀବ ଓ ଇଲିୟାଶୀବ୍‍ର ପୁତ୍ର ଯୋୟାଦ୍‍,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଶୂୟର ପୁତ୍ର ଯୋୟାକୀମ୍‍, ଯୋୟାକୀମ୍‍ର ପୁତ୍ର ଇଲୀୟାଶୀବ ଓ ଇଲିୟାଶୀବ୍‍ର ପୁତ୍ର ଯୋୟାଦ୍‍,