Nehemiah 12:13 — Compare Translations
5 translations compared side by side
Odia - 1840
"ଏଜ୍ରା ପରିବାରର ମୁଖ୍ଯ ଥିଲେ ମଶୁଲ୍ଲମ୍। ଅମରିଯ ପରିବାରର ଯିହାହୋନନ୍ ମୁଖ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍; ଅମରୀୟ-ବଂଶର ଯିହୋହାନନ୍;
Odia Bible ERV 2004 (ପବିତ୍ର ବାଇବଲ)
ଏଜ୍ରା ପରିବାରର ମୁଖ୍ୟ ଥିଲେ ମଶୁଲ୍ଲମ୍। ଅମରିୟ ପରିବାରର ଯିହୋହାନନ୍ ମୁଖ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍; ଅମରୀୟ-ବଂଶର ଯିହୋହାନନ୍;
Odia IRV 2017 (ଓଡିଆ ବାଇବେଲ)
ଯିରିମୀୟ-ବଂଶର ହନାନୀୟ; ଏଜ୍ରା-ବଂଶର ମଶୁଲ୍ଲମ୍; ଅମରୀୟ-ବଂଶର ଯିହୋହାନନ୍;