Nehemiah 12:22 — Compare Translations
5 translations compared side by side
Odia - 1840
"ଇଲିଯାଶୀବ, ୟୋଯାଦ ଓ ୟୋହାନନ ଓ ୟଦ୍ଦୂଯ ସମୟରେ ଲବେୀୟମାନେ ମଧ୍ଯ ପାରସିକ ଦାରିଯାବସର ଅଧିକାର ସମୟରେ ଯାଜକମାନେ ପୂର୍ବପୁରୁଷ ଗୃହର ମୁଖ୍ଯ ରୂପେ ବଂଶାବଳି ରେ ଲିଖିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଲୀୟାଶୀବ, ଯୋୟାଦ ଓ ଯୋହାନନ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସ୍ର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲିୟାଶୀବ, ଯୋୟାହ ଓ ଯୋହାନନ୍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ ମଧ୍ୟ ପାରସିକ ଦାରିୟାବସର ଅଧିକାର ସମୟରେ ଯାଜକମାନେ ପୂର୍ବପୁରୁଷ ଗୃହର ମୁଖ୍ୟ ରୂପେ ବଂଶାବଳିରେ ଲିଖିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଲୀୟାଶୀବ, ଯୋୟାଦ୍ ଓ ଯୋହାନନ୍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଇଲୀୟାଶୀବ, ଯୋୟାଦ୍ ଓ ଯୋହାନନ୍ ଓ ଯଦ୍ଦୂୟ ସମୟରେ ଲେବୀୟମାନେ, ମଧ୍ୟ ପାରସିକ ଦାରୀୟାବସର ଅଧିକାର ସମୟରେ ଯାଜକମାନେ ପିତୃବଂଶ-ପ୍ରଧାନ ରୂପେ ବଂଶାବଳୀରେ ଲିଖିତ ହେଲେ।